Daniel 2:4 — Compare Translations

5 translations compared side by side

Odia - 1840
"ତା'ପ ରେ କଲଦୀଯମାନେ ଅରାମୀଯ ଭାଷା ରେ ରାଜାଙ୍କୁ କହିଲେ, ହେ ମହାରାଜ, ଚିରଜୀବି ହୁଅନ୍ତୁ, ଆପଣ ଏ ଦାସମାନଙ୍କୁ ସ୍ବପ୍ନଟି କୁହନ୍ତୁ। ଆମ୍ଭେ ତାହାର ଅର୍ଥ ପ୍ରକାଶ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ କଲ୍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ଵପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ କ‌‌ଲ୍‌‌‌‌ଦୀୟମାନେ ଅରାମୀୟ ଭାଷାରେ ରାଜାଙ୍କୁ କହିଲେ, “ହେ ମହାରାଜ, ଚିରଜୀବି ହୁଅନ୍ତୁ, ଆପଣ ଏ ଦାସମାନଙ୍କୁ ସ୍ୱପ୍ନଟି କୁହନ୍ତୁ। ଆମ୍ଭେ ତାହାର ଅର୍ଥ ପ୍ରକାଶ କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ କଲ୍‍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ କଲ୍‍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।