Daniel 2:40 — Compare Translations

5 translations compared side by side

Odia - 1840
"ପୁଣି ତାହାପ ରେ ଚତୁର୍ଥରାଜ୍ଯ ଲୌହପରି ଶକ୍ତିଶାଳୀ ହବେ। ଲୌହ ଯେପରି ସମସ୍ତ ଦ୍ରବ୍ଯକୁ ଖଣ୍ତ ଖଣ୍ତ କରି ଚୁର୍ଣ୍ଣ କରେ, ସହେିପରି ସେ ରାଜ୍ଯ ଅନ୍ୟ ସମସ୍ତ ରାଜ୍ଯକୁ ଖଣ୍ତ ଖଣ୍ତ କରି ଧୂଳିସାତ୍ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଚତୁର୍ଥ ରାଜ୍ୟ ଲୌହ ତୁଲ୍ୟ ଦୃଢ଼ ହେବ; କାରଣ ଲୌହ ଯେପରି ସକଳ ଦ୍ରବ୍ୟ ଖଣ୍ତ ଖଣ୍ତ କରି ଆୟତ୍ତ କରେ ଓ ଲୌହ ଯେପରି ଏହିସବୁକୁ ଚୂର୍ଣ୍ଣ କରେ, ସେପରି ସେହି ରାଜ୍ୟ ଖଣ୍ତ ଖଣ୍ତ କରି ଭାଙ୍ଗି ସବୁ ଚୂର୍ଣ୍ଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତାହାପରେ ଚତୁର୍ଥରାଜ୍ୟ ଲୌହପରି ଶକ୍ତିଶାଳୀ ହେବ। ଲୌହ ଯେପରି ସମସ୍ତ ଦ୍ରବ୍ୟକୁ ଖଣ୍ତ ଖଣ୍ତ କରି ଚୂର୍ଣ୍ଣ କରେ, ସେହିପରି ସେ ରାଜ୍ୟ ଅନ୍ୟ ସମସ୍ତ ରାଜ୍ୟକୁ ଖଣ୍ତ ଖଣ୍ତ କରି ଧୂଳିସାତ୍ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଚତୁର୍ଥ ରାଜ୍ୟ ଲୌହ ତୁଲ୍ୟ ଦୃଢ଼ ହେବ; କାରଣ ଲୌହ ଯେପରି ସକଳ ଦ୍ରବ୍ୟ ଖଣ୍ଡ ଖଣ୍ଡ କରି ଆୟତ୍ତ କରେ ଓ ଲୌହ ଯେପରି ଏହିସବୁକୁ ଚୂର୍ଣ୍ଣ କରେ, ସେହିପରି ସେହି ରାଜ୍ୟ ଖଣ୍ଡ ଖଣ୍ଡ କରି ଭାଙ୍ଗି ସବୁ ଚୂର୍ଣ୍ଣ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଚତୁର୍ଥ ରାଜ୍ୟ ଲୌହ ତୁଲ୍ୟ ଦୃଢ଼ ହେବ; କାରଣ ଲୌହ ଯେପରି ସକଳ ଦ୍ରବ୍ୟ ଖଣ୍ଡ ଖଣ୍ଡ କରି ଆୟତ୍ତ କରେ ଓ ଲୌହ ଯେପରି ଏହିସବୁକୁ ଚୂର୍ଣ୍ଣ କରେ, ସେହିପରି ସେହି ରାଜ୍ୟ ଖଣ୍ଡ ଖଣ୍ଡ କରି ଭାଙ୍ଗି ସବୁ ଚୂର୍ଣ୍ଣ କରିବ।