Daniel 2:41 — Compare Translations
5 translations compared side by side
Odia - 1840
"ଆପଣ ଯେପରି ଦେଖିଲେ ସେ ପାଦ ଓ ପାଦର ଅଙ୍ଗୁଳି ଆଂଶିକ ଲୌହମଯ ଓ ଆଂଶିକ ମୃତ୍ତିକାମଯ ଥିଲା। ସହେିପରି ସେ ରାଜ୍ଯ ବିଭକ୍ତ ହବେ। ମାତ୍ର ତହିଁରେ ଲୌହର ଦୃଢତା ରହିବ କାରଣ କର୍ଦ୍ଦମ ରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଆପଣ ଯେପରି ଦେଖିଲେ ସେ ପାଦ ଓ ପାଦର ଅଙ୍ଗୁଳି ଆଂଶିକ ଲୌହମୟ ଓ ଆଂଶିକ ମୃତ୍ତିକାମୟ ଥିଲା। ସେହିପରି ସେ ରାଜ୍ୟ ବିଭକ୍ତ ହେବ। ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)