Daniel 2:42 — Compare Translations

5 translations compared side by side

Odia - 1840
"ଯେପରି ପାଦର ଅଙ୍ଗୁଳିସବୁ କିଛି ଲୌହମଯ ଓ କିଛି ମୃର୍ତ୍ତିକାମଯ ଥିଲା, ସହେିପରି ରାଜ୍ଯର ଏକ ଅଂଶ ସୁଦୃଢ ଓ ଅନ୍ୟ ଅଂଶ ଦୁର୍ବଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପାଦର ଅଙ୍ଗୁଳିସବୁ ଯେପରି କିଛି ଲୌହମୟ ଓ କିଛି ମୃତ୍ତିକାମୟ ଥିଲା, ସେପରି ରାଜ୍ୟର ଏକାଂଶ ଦୃଢ଼ ଓ ଏକାଂଶ ଭଗ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ପାଦର ଅଙ୍ଗୁଳିସବୁକିଛି ଲୌହମୟ ଓ କିଛି ମୃର୍ତ୍ତିକାମୟ ଥିଲା, ସେହିପରି ରାଜ୍ୟର ଏକ ଅଂଶ ସୁଦୃଢ଼ ଓ ଅନ୍ୟ ଅଂଶ ଦୁର୍ବଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପାଦର ଅଙ୍ଗୁଳିସବୁ ଯେପରି କିଛି ଲୌହମୟ ଓ କିଛି ମୃତ୍ତିକାମୟ ଥିଲା, ସେପରି ରାଜ୍ୟର ଏକାଂଶ ଦୃଢ଼ ଓ ଏକାଂଶ ଭଗ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପାଦର ଅଙ୍ଗୁଳିସବୁ ଯେପରି କିଛି ଲୌହମୟ ଓ କିଛି ମୃତ୍ତିକାମୟ ଥିଲା, ସେପରି ରାଜ୍ୟର ଏକାଂଶ ଦୃଢ଼ ଓ ଏକାଂଶ ଭଗ୍ନ ହେବ।