Daniel 2:43 — Compare Translations

5 translations compared side by side

Odia - 1840
"କିନ୍ତୁ ଲୌହ ଯେପରି ମୃତ୍ତିକା ରେ ସମ୍ପୁର୍ଣ୍ଣ ଭାବରେ ମିଶ୍ରିତ ହୁଏ ନାହିଁ, ସହେିପରି ରାଜ୍ଯଗୁଡିକର ଲୋକମାନେ ମିଶି ଯିବେ ମାତ୍ର ଏକତ୍ରୀତ ହାଇପୋରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଲୌହ ଯେପରି ମୃତ୍ତିକାରେ ସମ୍ପୂର୍ଣ୍ଣ ଭାବରେ ମିଶ୍ରିତ ହୁଏ ନାହିଁ, ସେହିପରି ରାଜ୍ୟଗୁଡ଼ିକର ଲୋକମାନେ ମିଶି ଯିବେ ମାତ୍ର ଏକତ୍ରିତ ହୋଇ ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ।