Daniel 2:45 — Compare Translations

5 translations compared side by side

Odia - 1840
"ଏବଂ ଆପଣ ସ୍ବପ୍ନ ରେ ଦେଖିଲେ କୌଣସି ଲୋକଦ୍ବାରା ଛଦେିତ ହାଇେ ନଥିବା ଏକ ପ୍ରସ୍ତର ପର୍ବତରୁ ଆସିଲା ଓ ସହେି ପ୍ରସ୍ତର ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୁର୍ଣ୍ଣ କଲା। ତେଣୁ ଯାହା ଏହାପ ରେ ଘଟିବ ତାହା ମହାନ୍ ପରମେଶ୍ବର ଆପଣଙ୍କୁ ଜଣାଇଲେ। ଆଉ ଏହି ସ୍ବପ୍ନ ନିଶ୍ଚିତ ଓ ତାହାର ଅର୍ଥ ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥି ଉତ୍ତାରେ ଘଟିବ, ତାହା ମହାନ ପରମେଶ୍ଵର ମହାରାଜାଙ୍କୁ ଜ୍ଞାତ କରାଇ ଅଛନ୍ତି; ପୁଣି, ଏହି ସ୍ଵପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
“ଏବଂ ଆପଣ ସ୍ୱପ୍ନରେ ଦେଖିଲେ କୌଣସି ଲୋକଦ୍ୱାରା ଛେଦିତ ହୋଇ ନ ଥିବା ଏକ ପ୍ରସ୍ତର ପର୍ବତରୁ ଆସିଲା ଓ ସେହି ପ୍ରସ୍ତର ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା। ତେଣୁ ଯାହା ଏହା ପରେ ଘଟିବ ତାହା ମହାନ ପରମେଶ୍ୱର ଆପଣଙ୍କୁ ଜଣାଇଲେ। ଆଉ ଏହି ସ୍ୱପ୍ନ ନିଶ୍ଚିତ ଓ ତାହାର ଅର୍ଥ ସତ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।”
Odia IRV 2017 (ଓଡିଆ ବାଇବେଲ)
କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇ ଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।