Daniel 2:46 — Compare Translations

5 translations compared side by side

Odia - 1840
"ସେତବେେଳେ ରାଜା ନବୂଖଦ୍ନିତ୍ସର ମୁହଁ ମାଡି ପଡି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନଙ୍କୁ ଦାନିୟେଲ ଉଦ୍ଦେଶ୍ଯ ରେ ନବୈେଦ୍ଯ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବାକୁ ଆଦେଶ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ରାଜା ନବୂଖଦ୍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ରାଜା ନବୂଖ‌ଦ୍‌ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନଙ୍କୁ ଦାନିୟେଲ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବାକୁ ଆଦେଶ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ରାଜା ନବୂଖଦ୍‍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ରାଜା ନବୂଖଦ୍‍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।