Daniel 2:47 — Compare Translations

5 translations compared side by side

Odia - 1840
"ତତ୍ପ ରେ ଦାନିୟେଲଙ୍କୁ ରାଜା କହିଲେ, ମୁଁ ଜାଣେ ତୁମ୍ଭର ପରମେଶ୍ବର ସମସ୍ତ ଈଶ୍ବରଗଣର ପରମେଶ୍ବର ଓ ରାଜଗଣର ସଦାପ୍ରଭୁ ଓ ଯେ ଗୁପ୍ତ ବିଷଯଗୁଡିକର ପ୍ରକାଶକୁ ଆଣନ୍ତି। କାରଣ ତୁମ୍ଭେ ମାେତେ ଏହି ନିଗୂଢ କଥା ପ୍ରକାଶ କରିବାକୁ ସମର୍ଥ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ଵର ଈଶ୍ଵରଗଣର ଈଶ୍ଵର ଓ ରାଜଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ଦାନିୟେଲଙ୍କୁ ରାଜା କହିଲେ, “ମୁଁ ଜାଣେ ତୁମ୍ଭର ପରମେଶ୍ୱର ସମସ୍ତ ଈଶ୍ୱରଗଣର ପରମେଶ୍ୱର ଓ ରାଜଗଣର ସଦାପ୍ରଭୁ ଓ ଯେ ଗୁପ୍ତ ବିଷୟଗୁଡ଼ିକର ପ୍ରକାଶକୁ ଆଣନ୍ତି। କାରଣ ତୁମ୍ଭେ ମୋତେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ଅଟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।