Daniel 2:48 — Compare Translations

5 translations compared side by side

Odia - 1840
"ତା'ପ ରେ ରାଜା ଦାନିୟେଲଙ୍କୁ ତାଙ୍କ ରାଜ୍ଯ ରେ ଏକ ମହାନ୍ କାର୍ୟ୍ଯ ରେ ନିୟୁକ୍ତି କଲେ ଓ ବହୁମୂଲ୍ଯ ଉପହାରମାନ ଦେଲେ। ଆଉ ବାବିଲ ପ୍ରଦେଶ ଉପ ରେ ତାଙ୍କୁ ସମସ୍ତ କତ୍ତୁର୍ତ୍ବ ପଦ ଦଇେ ବାବିଲସ୍ଥ ସବୁ ବିଦ୍ବାନ ଲୋକଙ୍କ ଉପ ରେ ତାଙ୍କୁ ପ୍ରଧାନ ଅଧିପତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ଵ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ଵାନ୍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ଦାନିୟେଲଙ୍କୁ ତାଙ୍କ ରାଜ୍ୟରେ ଏକ ମହାନ କାର୍ଯ୍ୟରେ ନିଯୁକ୍ତି କଲେ ଓ ବହୁମୂଲ୍ୟ ଉପହାରମାନ ଦେଲେ। ଆଉ ବାବିଲ ପ୍ରଦେଶ ଉପରେ ତାଙ୍କୁ ସମସ୍ତ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ସବୁ ବିଦ୍ୱାନ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।