Daniel 2:49 — Compare Translations
5 translations compared side by side
Odia - 1840
"ପୁଣି ଦାନିୟେଲଙ୍କ ଆବଦନେ କ୍ରମେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାବିଲ ପ୍ରଦେଶର କେତକେ ମୁଖ୍ଯ କର୍ମଗ୍ଭରୀରୂପେ ନିୟୁକ୍ତ କଲେ। ମାତ୍ର ଦାନିୟେଲ ଜଣେ ପ୍ରଧାନ ଅଧିପତି ହାଇେ ରାଜ ଦ୍ବାର ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍, ମୈଶକ ଓ ଅବେଦ୍-ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ଵାରରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଦାନିୟେଲଙ୍କ ଆବେଦନ କ୍ରମେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାବିଲ ପ୍ରଦେଶର କେତେକ ମୁଖ୍ୟ କର୍ମଗ୍ଭରୀରୂପେ ନିଯୁକ୍ତ କଲେ। ମାତ୍ର ଦାନିୟେଲ ଜଣେ ପ୍ରଧାନ ଅଧିପତି ହୋଇ ରାଜ ଦ୍ୱାରରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।