Daniel 2:6 — Compare Translations

5 translations compared side by side

Odia - 1840
"ଆଉ ଯବେେ ତୁମ୍ଭମାନେେ ସ୍ବପ୍ନ ଓ ତାହାର ଅର୍ଥ ପ୍ରକାଶ କର, ତବେେ ତୁମ୍ଭମାନେେ ମାଠାରୁେ ଉପହାର, ପୁରସ୍କାର ଓ ସମ୍ମାନ ପାଇବ। ଏଣୁ ସହେି ସ୍ବପ୍ନ ଓ ତାହାର ଅର୍ଥ ମାେତେ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେମାନେ ସ୍ଵପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋʼଠାରୁ ଦାନ, ପାରିତୋଷିକ ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ଵପ୍ନ ଓ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କର ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେବେ ତୁମ୍ଭେମାନେ ସ୍ୱପ୍ନ ଓ ତାହାର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋ’ଠାରୁ ଉପହାର, ପୁରସ୍କାର ଓ ସମ୍ମାନ ପାଇବ। ଏଣୁ ସେହି ସ୍ୱପ୍ନ ଓ ତାହାର ଅର୍ଥ ମୋତେ କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ତୁମ୍ଭେମାନେ ସ୍ୱପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋʼ ଠାରୁ ଦାନ, ପୁରସ୍କାର ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କର।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ତୁମ୍ଭେମାନେ ସ୍ୱପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋ’ଠାରୁ ଦାନ, ପୁରସ୍କାର ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କର।