Daniel 2:8 — Compare Translations

5 translations compared side by side

Odia - 1840
"ରାଜା ଉତ୍ତର ଦଇେ କହିଲେ, ମୁଁ ନିଶ୍ଚିତ ଜାଣେ ଯେ, ତୁମ୍ଭମାନେେ ଇଚ୍ଛା କରି କାଳବିଳମ୍ବ କରୁଛ କାରଣ ତୁମ୍ଭମାନେେ ତାହା ଦେଖ ଯେ, ପୂର୍ବରୁ ଆଦେଶ ହାଇୟୋଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ଉତ୍ତର କରି କହିଲା, ମୋʼଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ କାଳ ବିଳମ୍ଵ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଉତ୍ତର ଦେଇ କହିଲେ, “ମୁଁ ନିଶ୍ଚିତ ଜାଣେ ଯେ, ତୁମ୍ଭେମାନେ ଇଚ୍ଛା କରି କାଳବିଳମ୍ବ କରୁଛ, କାରଣ ତୁମ୍ଭେମାନେ ତାହା ଦେଖ ଯେ, ପୂର୍ବରୁ ଆଦେଶ ହୋଇଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ଉତ୍ତର କରି କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ।
Odia IRV 2017 (ଓଡିଆ ବାଇବେଲ)
ରାଜା ଉତ୍ତର କରି କହିଲା, ମୋ’ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ।