Daniel 3:1 — Compare Translations
5 translations compared side by side
Odia - 1840
"ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅହାତ ପ୍ରସ୍ଥ ଏକ ସୁବର୍ଣ୍ଣମଯ ପ୍ରତିମା ନିର୍ମାଣ କଲା। ସେ ପ୍ରତିମାଟିକୁ ବାବିଲ ପ୍ରଦେଶର ଦୂରା ନାମକ ପଦା ରେ ସ୍ଥାପନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସୁବର୍ଣ୍ଣ ପ୍ରତିମା ଓ ଉତ୍ତପ୍ତ ଅଗ୍ନିକୁଣ୍ତ ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା। ସେ ପ୍ରତିମାଟିକୁ ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସ୍ଥାପନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା।
Odia IRV 2017 (ଓଡିଆ ବାଇବେଲ)
ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା।