Daniel 3:10 — Compare Translations
5 translations compared side by side
Odia - 1840
"ହେ ମହାରାଜ, ଆପଣ ଆଜ୍ଞା କରିଛନ୍ତି ଯେ କହେି ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣିବ, ସେ ମୁଣ୍ତ ନୁଆଁଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମହାରାଜ, ଆପଣ ଆଜ୍ଞା କରିଅଛନ୍ତି ଯେ, ଯେକେହି ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେ ଉବୁଡ଼ ହୋଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ହେ ମହାରାଜ, ଆପଣ ଆଜ୍ଞା କରିଛନ୍ତି ଯେକେହି ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ୟ ଶୁଣିବ, ସେ ମୁଣ୍ତ ନୁଆଁଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମହାରାଜ, ଆପଣ ଆଜ୍ଞା କରିଅଛନ୍ତି ଯେ, ଯେକେହି ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେ ଉବୁଡ଼ ହୋଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ;
Odia IRV 2017 (ଓଡିଆ ବାଇବେଲ)