Daniel 3:11 — Compare Translations
5 translations compared side by side
Odia - 1840
"ପୁଣି ଯେ କୌଣସି ଲୋକ ମୁଣ୍ତ ନୁଆଁଇ ପ୍ରଣାମ ନକରିବ ସେ ଜଳନ୍ତ ଅଗ୍ନିକୁଣ୍ତ ରେ ନିକ୍ଷିପ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ଵଳିତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେକୌଣସି ଲୋକ ମୁଣ୍ତ ନୁଆଁଇ ପ୍ରଣାମ ନ କରିବ ସେ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ;