Daniel 3:12 — Compare Translations

5 translations compared side by side

Odia - 1840
"ଆଉ ଆପଣ ବାବିଲ ପ୍ରଦେଶର ରାଜ କର୍ମ ରେ ନିୟୁକ୍ତ କରିଥିବା କେତକେ ୟିହୁଦୀ ଲୋକ, ଶଦ୍ରକ, ମୈଶକ୍ ଓ ଅବଦନଗେୋ ଯେଉଁମାନେ କି ଆପଣଙ୍କ ଆଜ୍ଞା ପାଳନ କରି ନାହାନ୍ତି। ସମାନେେ ଆପଣଙ୍କ ଦବଗେଣର ସବୋ କରନ୍ତି ନାହିଁ କି ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପୂଜା କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଠାରେ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ନାମକ କେତେକ ଯିହୁଦୀ ଲୋକ ଅଛନ୍ତି, ସେମାନଙ୍କୁ ଆପଣ ବାବିଲ ପ୍ରଦେଶର ରାଜକର୍ମରେ ନିଯୁକ୍ତ କରିଅଛନ୍ତି; ହେ ମହାରାଜ, ସେହି ଲୋକମାନେ ଆପଣଙ୍କୁ ମାନି ନାହାନ୍ତି; ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆପଣ ବାବିଲ ପ୍ରଦେଶର ରାଜ କର୍ମରେ ନିଯୁକ୍ତ କରିଥିବା କେତେକ ଯିହୁଦୀ ଲୋକ, ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ ଯେଉଁମାନେ କି ଆପଣଙ୍କ ଆଜ୍ଞା ପାଳନ କରି ନାହାନ୍ତି। ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କି ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପୂଜା କରନ୍ତି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଠାରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ନାମକ କେତେକ ଯିହୁଦୀ ଲୋକ ଅଛନ୍ତି, ସେମାନଙ୍କୁ ଆପଣ ବାବିଲ ପ୍ରଦେଶର ରାଜକର୍ମରେ ନିଯୁକ୍ତ କରିଅଛନ୍ତି; ହେ ମହାରାଜ, ସେହି ଲୋକମାନେ ଆପଣଙ୍କୁ ମାନି ନାହାନ୍ତି; ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରନ୍ତି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଠାରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ନାମକ କେତେକ ଯିହୁଦୀ ଲୋକ ଅଛନ୍ତି, ସେମାନଙ୍କୁ ଆପଣ ବାବିଲ ପ୍ରଦେଶର ରାଜକର୍ମରେ ନିଯୁକ୍ତ କରିଅଛନ୍ତି; ହେ ମହାରାଜ, ସେହି ଲୋକମାନେ ଆପଣଙ୍କୁ ମାନି ନାହାନ୍ତି; ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରନ୍ତି ନାହିଁ।