Daniel 3:13 — Compare Translations
5 translations compared side by side
Odia - 1840
"ଏହି ସମ୍ବାଦ ଶୁଣି ନବୂଖଦ୍ନିତ୍ସର କୋରଧାନ୍ବିତ ହାଇେ ତାଙ୍କର ଲୋକମାନଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ଆଣବା ପାଇଁ ପଠାଇଲେ। ତେଣୁ ତାଙ୍କର ଲୋକମାନେ ସମାନଙ୍କେୁ ରାଜାଙ୍କର ବିଗ୍ଭରାଳଯକୁ ଛାମୁକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ନବୂଖଦ୍ନିତ୍ସର ପ୍ରଚଣ୍ତ କ୍ରୋଧ ଓ କୋପରେ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ଆଣିବା ପାଇଁ ଆଜ୍ଞା କଲା । ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମ୍ବାଦ ଶୁଣି ନବୂଖଦ୍ନିତ୍ସର କ୍ରୋଧାନ୍ୱିତ ହୋଇ ତାଙ୍କର ଲୋକମାନଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ଆଣିବା ପାଇଁ ପଠାଇଲେ। ତେଣୁ ତାଙ୍କର ଲୋକମାନେ ସେମାନଙ୍କୁ ରାଜାଙ୍କର ବିଗ୍ଭରାଳୟ ଛାମୁକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ନବୂଖଦ୍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ନବୂଖଦ୍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋକୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।