Daniel 3:14 — Compare Translations

5 translations compared side by side

Odia - 1840
"ଆଉ ନବୂଖଦ୍ନିତ୍ସର ସମାନଙ୍କେୁ ପଚାରିଲେ, ହେ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ, ଏହା କଣ ସତ୍ଯ, ତୁମ୍ଭମାନେେ ମାରେ ଦବେତାଗଣର ପୂଜା କରୁନାହିଁ ଓ ମାରେସ୍ଥାପିତ ସୁବର୍ଣ୍ଣମଯ ପ୍ରତିମାକୁ ପ୍ରଣାମ କରୁନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନବୂଖଦ୍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, ହେ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋʼ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ଆଉ ନବୂଖ‌ଦ୍‌ନିତ୍ସର ସେମାନଙ୍କୁ ପଗ୍ଭରିଲେ, “ହେ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ, ଏହା କ’ଣ ସତ୍ୟ, ତୁମ୍ଭେମାନେ ମୋର ଦେବତାଗଣର ପୂଜା କରୁ ନାହିଁ ଓ ମୋର ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନବୂଖଦ୍‍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, “ହେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋʼ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ?
Odia IRV 2017 (ଓଡିଆ ବାଇବେଲ)
ନବୂଖଦ୍‍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, ହେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋ’ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ?