Daniel 3:15 — Compare Translations

5 translations compared side by side

Odia - 1840
"ଯେତବେେଳେ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣ, ତୁମ୍ଭମାନେେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭମାନେେ ପୂଜା ନକର ତବେେ ତୁମ୍ଭମାନଙ୍କୁ ଜ୍ବଳନ୍ତ ଅଗ୍ନି କୁମ୍ତ ରେ ଫିଙ୍ଗା ୟିବ। ଆଉ ଏପରି କୌଣସି ଦବେତା ନାହିଁନ୍ତି ଯେ କି ମାଠାରୁେ ତୁମ୍ଭମାନଙ୍କୁ ଉଦ୍ଧାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯେବେ ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯେବେ ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ତରେ ତୁମ୍ଭେମାନେ ପ୍ରଜ୍ଵଳିତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ; ଆଉ, ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ, ଏପରି କେଉଁ ଦେବତା ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ୟ ଶୁଣ, ତୁମ୍ଭେମାନେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭେମାନେ ପୂଜା ନ କର ତେବେ ତୁମ୍ଭମାନଙ୍କୁ ଜ୍ୱଳନ୍ତ ଅଗ୍ନି କୁଣ୍ଡରେ ଫିଙ୍ଗା ଯିବ। ଆଉ ଏପରି କୌଣସି ଦେବତା ନାହାନ୍ତି ଯେ କି ମୋ’ଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”
Odia IRV 2017 (ଓଡିଆ ବାଇବେଲ)
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋ’ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରିବ?