Daniel 3:16 — Compare Translations
5 translations compared side by side
Odia - 1840
"ଶଦ୍ରକ, ମୈଶକ ଓ ଅବେଦ୍-ନଗୋ ରାଜାଙ୍କୁ ଉତ୍ତର କଲେ, ହେ ନବୂଖଦ୍ନିତ୍ସର, ଏ ବିଷଯ ରେ ଆପଣଙ୍କୁ ଉତ୍ତର ଦବୋର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ରାଜାକୁ ଉତ୍ତର କରି କହିଲେ, ହେ ନବୂଖଦ୍ନିତ୍ସର, ଏବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶଦ୍ରକ, ମୈଶକ ଓ ଅବେଦ୍-ନଗୋ ରାଜାଙ୍କୁ ଉତ୍ତର କଲେ, “ହେ ନବୂଖଦ୍ନିତ୍ସର, ଏ ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ରାଜାକୁ ଉତ୍ତର କରି କହିଲେ, “ହେ ନବୂଖଦ୍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ରାଜାକୁ ଉତ୍ତର କରି କହିଲେ, ହେ ନବୂଖଦ୍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।