Daniel 3:18 — Compare Translations
5 translations compared side by side
Odia - 1840
"ଆଉ ଏପରିକି ପରମେଶ୍ବର ଯଦି ଆମ୍ଭମାନଙ୍କୁ ରକ୍ଷା କରିବାକୁ ନଆସନ୍ତି ତଥାପି ଆମ୍ଭମାନେେ ଆପଣଙ୍କ ଦବେତାଗଣର ପୂଜା କରିବୁ ନାହିଁ କି ଆପଣଙ୍କ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ-ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଏପରିକି ପରମେଶ୍ୱର ଯଦି ଆମ୍ଭମାନଙ୍କୁ ରକ୍ଷା କରିବାକୁ ନ ଆସନ୍ତି ତଥାପି ଆମ୍ଭେମାନେ ଆପଣଙ୍କ ଦେବତାଗଣର ପୂଜା କରିବୁ ନାହିଁ କି ଆପଣଙ୍କ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ-ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।