Daniel 3:19 — Compare Translations

5 translations compared side by side

Odia - 1840
"ଏଥି ରେ ନବୂଖଦ୍ନିତ୍ସର ଅତ୍ଯନ୍ତ କୋର୍ଧାନ୍ବିତ ହେଲା। ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପ୍ରତିକୂଳ ରେ ତା'ର ମୁଖ ବିକଟାକାର ହେଲା। ତେଣୁ ସେ ଅଗ୍ନିକୁଣ୍ତକୁ ସାଧାରଣ ଉତ୍ତାପଠାରୁ ସାତଗୁଣ ଉତ୍ତପ୍ତ କରିବାକୁ ଆଜ୍ଞା ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ନବୂଖଦ୍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା । ଏଥିପାଇଁ ଅଗ୍ନିକୁଣ୍ତକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ନବୂଖ‌ଦ୍‌ନିତ୍ସର ଅତ୍ୟନ୍ତ କ୍ରୋଧାନ୍ୱିତ ହେଲା। ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପ୍ରତିକୂଳରେ ତା’ର ମୁଖ ବିକଟାକାର ହେଲା। ତେଣୁ ସେ ଅଗ୍ନିକୁଣ୍ତକୁ ସାଧାରଣ ଉତ୍ତାପଠାରୁ ସାତଗୁଣ ଉତ୍ତପ୍ତ କରିବାକୁ ଆଜ୍ଞା ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ନବୂଖଦ୍‍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ନବୂଖଦ୍‍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।