Daniel 3:2 — Compare Translations

5 translations compared side by side

Odia - 1840
"ସହେି ପ୍ରତିମା ସ୍ଥାପନର ପ୍ରତିଷ୍ଠା ନିମନ୍ତେ ଆସିବାକୁ ରାଜା ସମସ୍ତ କ୍ଷିତିପାଳ, ରାଜପ୍ରତିନିଧି, ଦଶାେଧ୍ଯକ୍ଷ ବିଗ୍ଭରକର୍ତ୍ତା, କୋଷଧ୍ଯକ୍ଷ, ବ୍ଯବସ୍ଥାପକ, ବବେର୍ତ୍ତା ଓ ପ୍ରାଦେଶିକ ଶାସକଙ୍କୁ ଏକତ୍ର କରିବା ନିମନ୍ତେ ଲୋକ ପ୍ ରରଣେ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ନବୂଖଦ୍ନିତ୍ସର ସେହି ଯେଉଁ ପ୍ରତିମା ସ୍ଥାପନ କରିଥିଲା, ତାହାର ପ୍ରତିଷ୍ଠା କରିବାକୁ ଆସିବା ପାଇଁ କ୍ଷିତିପାଳମାନଙ୍କୁ, ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷଗଣଙ୍କୁ, ବିଚାରକର୍ତ୍ତାଗଣଙ୍କୁ, କୋଷାଧ୍ୟକ୍ଷଗଣଙ୍କୁ, ବ୍ୟବସ୍ଥାପକ-ଗଣଙ୍କୁ, ବେବର୍ତ୍ତାଗଣଙ୍କୁ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତା-ଗଣଙ୍କୁ ଏକତ୍ର କରିବା ପାଇଁ ରାଜା ନବୂଖଦ୍ନିତ୍ସର ଲୋକ ପ୍ରେରଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପ୍ରତିମା ସ୍ଥାପନର ପ୍ରତିଷ୍ଠା ନିମନ୍ତେ ଆସିବାକୁ ରାଜା ସମସ୍ତ କ୍ଷିତିପାଳ, ରାଜପ୍ରତିନିଧି, ଦେଶାଧ୍ୟକ୍ଷ ବିଗ୍ଭରକର୍ତ୍ତା, କୋଷଧ୍ୟକ୍ଷ, ବ୍ୟବସ୍ଥାପକ, ବେବର୍ତ୍ତା ଓ ପ୍ରାଦେଶିକ ଶାସକଙ୍କୁ ଏକତ୍ର କରିବା ନିମନ୍ତେ ଲୋକ ପ୍ରେରଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ନବୂଖଦ୍‍ନିତ୍ସର ସେହି ଯେଉଁ ପ୍ରତିମା ସ୍ଥାପନ କରିଥିଲା, ତାହାର ପ୍ରତିଷ୍ଠା କରିବାକୁ ଆସିବା ପାଇଁ କ୍ଷିତିପାଳମାନଙ୍କୁ, ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷଗଣଙ୍କୁ, ବିଚାରକର୍ତ୍ତାଗଣଙ୍କୁ, କୋଷାଧ୍ୟକ୍ଷଗଣଙ୍କୁ, ବ୍ୟବସ୍ଥାପକଗଣଙ୍କୁ, ବେବର୍ତ୍ତାଗଣଙ୍କୁ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣଙ୍କୁ ଏକତ୍ର କରିବା ପାଇଁ ରାଜା ନବୂଖଦ୍‍ନିତ୍ସର ଲୋକ ପ୍ରେରଣ କଲା।
Odia IRV 2017 (ଓଡିଆ ବାଇବେଲ)