Daniel 3:20 — Compare Translations

5 translations compared side by side

Odia - 1840
"ତା'ପ ରେ ନବୂଖଦ୍ନିତ୍ସର ଆପଣା ସୈନ୍ଯବାହିନୀ ମଧ୍ଯରୁ କେତକେ ବଳବାନ ସୈନ୍ଯକୁ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ଜ୍ବଳନ୍ତ ଅଗ୍ନିକୁଣ୍ତ ରେ ପକାଇବାକୁ ଆଜ୍ଞା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ପ୍ରଜ୍ଵଳିତ ଅଗ୍ନିକୁଣ୍ତରେ ପକାଇବା ପାଇଁ ଆଜ୍ଞା ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ନବୂଖ‌ଦ୍‌ନିତ୍ସର ଆପଣା ସୈନ୍ୟବାହିନୀ ମଧ୍ୟରୁ କେତେକ ବଳବାନ ସୈନ୍ୟକୁ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ଜ୍ୱଳନ୍ତ ଅଗ୍ନିକୁଣ୍ତରେ ପକାଇବାକୁ ଆଜ୍ଞା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋକୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା।