Daniel 3:21 — Compare Translations

5 translations compared side by side

Odia - 1840
"ତେଣୁ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ପ୍ରଜ୍ବଳିତ ଅଗ୍ନିକୁଣ୍ତକୁ ଫିଙ୍ଗା ଗଲା। ସେତବେେଳେ ସମାନେେ ସମାନଙ୍କେର ପ୍ଯାଣ୍ଟ, ସାର୍ଟ, ଉତ୍ତରୀଯ ଓ ଅନ୍ଯାନ୍ଯ ବସ୍ତ୍ର ପରିଧାନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ଵଳିତ ଅଗ୍ନିକୁଣ୍ତ ମଧ୍ୟରେ ନିକ୍ଷିପ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ତକୁ ଫିଙ୍ଗା ଗଲା। ସେତେବେଳେ ସେମାନେ ସେମାନଙ୍କର ପ୍ୟାଣ୍ଟ, ସାର୍ଟ, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ପରିଧାନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ।