Daniel 3:22 — Compare Translations
5 translations compared side by side
Odia - 1840
"ରାଜା ଆଜ୍ଞା କଲା ବେଳେ ଅତ୍ଯନ୍ତ କୋର୍ଧିତ ଥିଲେ ଓ ଅଗ୍ନିକୁଣ୍ତକୁ ଅତିଶଯ ଉତ୍ତପ୍ତ କରା ୟାଇଥିଲା। ତେଣୁ ଶଦ୍ରକ, ମୈଶକ୍ ଏବଂ ଅବେଦ୍-ନଗୋ ରେ ଫିଙ୍ଗିବାକୁ ୟାଇଥିବା ସୈନ୍ଯମାନେ ଅଗ୍ନି ଶିଖା ଦ୍ବାରା /E ମଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ତ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଆଜ୍ଞା କଲାବେଳେ ଅତ୍ୟନ୍ତ କ୍ରୋଧିତ ଥିଲେ ଓ ଅଗ୍ନିକୁଣ୍ତକୁ ଅତିଶୟ ଉତ୍ତପ୍ତ କରା ଯାଇଥିଲା। ତେଣୁ ଶଦ୍ରକ, ମୈଶକ୍ ଏବଂ ଅବେଦ୍-ନଗୋକୁ ଫିଙ୍ଗିବାକୁ ଯାଇଥିବା ସୈନ୍ୟମାନେ ଅଗ୍ନିଶିଖା ଦ୍ୱାରା ପୋଡ଼ି ମଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ଡ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ଡ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋକୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ।