Daniel 3:23 — Compare Translations
5 translations compared side by side
Odia - 1840
"ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ଜ୍ବଳନ୍ତ ଅଗ୍ନିକୁଣ୍ତ ରେ ପଡିଲେ। ସମାନଙ୍କେୁ ଦୃଢଭାବରେ ବନ୍ଧା ୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ଵଳିତ ଅଗ୍ନିକୁଣ୍ତ ମଧ୍ୟରେ ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ପଡ଼ିଲେ। ସେମାନଙ୍କୁ ଦୃଢ଼ଭାବରେ ବନ୍ଧା ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ପଡ଼ିଲେ।