Daniel 3:24 — Compare Translations
5 translations compared side by side
Odia - 1840
"ଏଥି ରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହାଇେ ଶୀଘ୍ର ଉଠିଲେ। ସେ ଆପଣା ମନ୍ତ୍ରୀମାନଙ୍କୁ ପଚାରିଲେ, ଆମ୍ଭେ ତିନିଲୋକଙ୍କୁ ବାନ୍ଧି ଅଗ୍ନିକୁଣ୍ତ ରେ ପକାଇ ନଥିଲୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା । ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ? ସେମାନେ ରାଜାକୁ ଉତ୍ତର କରି କହିଲେ, ସତ୍ୟ ମହାରାଜ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲେ। ସେ ଆପଣା ମନ୍ତ୍ରୀମାନଙ୍କୁ ପଗ୍ଭରିଲେ, “ଆମ୍ଭେ ତିନିଲୋକଙ୍କୁ ବାନ୍ଧି ଅଗ୍ନିକୁଣ୍ତରେ ପକାଇ ନ ଥିଲୁ?” ମନ୍ତ୍ରୀମାନେ ଉତ୍ତର କଲେ, “ଏହା ସତ୍ୟ ସହାରାଜ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, “ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ?” ସେମାନେ ରାଜାକୁ ଉତ୍ତର କରି କହିଲେ, “ସତ୍ୟ ମହାରାଜ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ? ସେମାନେ ରାଜାକୁ ଉତ୍ତର କରି କହିଲେ, ସତ୍ୟ ମହାରାଜ।