Daniel 3:25 — Compare Translations
5 translations compared side by side
Odia - 1840
"ରାଜା ଉତ୍ତର କରି କହିଲେ, ଦେଖ, ମୁଁ ଅଗ୍ନି କୁଣ୍ତ ରେ ଗ୍ଭରିଟି ମୁକ୍ତ ଲୋକ ବିଚରଣ କରୁଥିବାର ଦେଖୁଛି। ଆଉ ସମାନେେ ଦଗ୍ଧିଭୂତ ହାଇେ ନାହାଁନ୍ତି ଓ ଚତୁର୍ଥ ଲୋକଟି ଦବପେୁତ୍ର ସଦୃଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ଉତ୍ତର କରି କହିଲା, ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ଵରଙ୍କ ପୁତ୍ର ସଦୃଶ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଉତ୍ତର କରି କହିଲେ, “ଦେଖ, ମୁଁ ଅଗ୍ନି କୁଣ୍ତରେ ଗ୍ଭରିଟି ମୁକ୍ତ ଲୋକ ବିଚରଣ କରୁଥିବାର ଦେଖୁଛି। ଆଉ ସେମାନେ ଦଗ୍ଧିଭୂତ ହୋଇ ନାହାନ୍ତି ଓ ଚତୁର୍ଥ ଲୋକଟି ଦେବପୁତ୍ର ସଦୃଶ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ଉତ୍ତର କରି କହିଲା, “ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।”
Odia IRV 2017 (ଓଡିଆ ବାଇବେଲ)
ରାଜା ଉତ୍ତର କରି କହିଲା, ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।