Daniel 3:26 — Compare Translations
5 translations compared side by side
Odia - 1840
"ତା'ପ ରେ ନବୂଖଦ୍ନିତ୍ସର ପ୍ରଜ୍ବଳିତ ଅଗ୍ନିକୁଣ୍ତ ଆଡକୁ ୟାଇ କହିଲା, ହେ ସର୍ବୋପରିସ୍ଥ ପରମେଶ୍ବରଙ୍କ ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ, ତୁମ୍ଭମାନେେ ଅଗ୍ନିକୁଣ୍ତରୁ ବାହାରି ଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ନବୂଖଦ୍ନିତ୍ସର ପ୍ରଜ୍ଵଳିତ ଅଗ୍ନିକୁଣ୍ତର ମୁଖ ନିକଟକୁ ଯାଇ କହିଲା, ହେ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ । ତହିଁରେ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ନବୂଖଦ୍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ତ ଆଡ଼କୁ ଯାଇ କହିଲା, “ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ, ତୁମ୍ଭେମାନେ ଅଗ୍ନିକୁଣ୍ତରୁ ବାହାରି ଆସ।” ତା’ପରେ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ ଅଗ୍ନି ମଧ୍ୟରୁ ବାହାରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ନବୂଖଦ୍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, “ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ନବୂଖଦ୍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ।