Daniel 3:27 — Compare Translations
5 translations compared side by side
Odia - 1840
"ପୁଣି କ୍ଷିତିପାଳ, ରାଜ ପ୍ରତିନିଧି, ଦଶାେଧ୍ଯକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ରୀତ ହାଇେ ସହେି ତିନିଜଣଙ୍କୁ ଦେଖିଲେ ଯେ ଅଗ୍ନି ସମାନଙ୍କେର ଶରୀର ରେ କୌଣସି ଅଂଶ ଦଗ୍ଧ କରିନାହିଁ। ସମାନଙ୍କେ ମସ୍ତକର କେଶ କି ସମାନଙ୍କେର ପାଇଜାମା ଦଗ୍ଧ ହାଇନୋହିଁ କି ସମାନଙ୍କେର ଶରୀର ରେ ଅଗ୍ନିର ଗନ୍ଧ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି କ୍ଷିତିପାଳ, ରାଜ ପ୍ରତିନିଧି, ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ରିତ ହୋଇ ସେହି ତିନି ଜଣଙ୍କୁ ଦେଖିଲେ ଯେ ଅଗ୍ନି ସେମାନଙ୍କର ଶରୀରରେ କୌଣସି ଅଂଶ ଦଗ୍ଧ କରି ନାହିଁ। ସେମାନଙ୍କ ମସ୍ତକର କେଶ କି ସେମାନଙ୍କର ପାଇଜାମା ଦଗ୍ଧ ହୋଇ ନାହିଁ କି ସେମାନଙ୍କର ଶରୀରରେ ଅଗ୍ନିର ଗନ୍ଧ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ।
Odia IRV 2017 (ଓଡିଆ ବାଇବେଲ)