Daniel 3:29 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ବର୍ତ୍ତମାନଠାରୁ ତାହା ଆଜ୍ଞା କରୁଅଛି ଯଦି କୌଣସି ଲୋକ ଜାତି ଓ ଭାଷାବାଦୀଦଳ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ବରଙ୍କ ପ୍ରତିକୂଳ ରେ ଭ୍ରାନ୍ତିଜନକ କଥା କହିବେ, ସମାନେେ ଖଣ୍ତ ଖଣ୍ତ ହାଇେ କଟାଯିବେ ଓ ସମାନଙ୍କେର ଗୃହସବୁ ଭଂଗା ହବେ ଓ ଧୂଳିସାତ୍ ହବେ। କାରଣ ଏହିପରି ଭାବରେ କୌଣସି ଦବେତା ତାଙ୍କର ଦାସମାନକୁ ଉଦ୍ଧାର କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ଵରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ତ ଖଣ୍ତ ହୋଇ କଟା ଯିବେ ଓ ସେମାନଙ୍କର ଗୃହ ଖତ-ରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ବର୍ତ୍ତମାନଠାରୁ ତାହା ଆଜ୍ଞା କରୁଅଛି ଯଦି କୌଣସି ଲୋକ ଜାତି ଓ ଭାଷାବାଦୀଦଳ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ ଭ୍ରାନ୍ତିଜନକ କଥା କହିବେ, ସେମାନେ ଖଣ୍ତ ଖଣ୍ତ ହୋଇ କଟାଯିବେ ଓ ସେମାନଙ୍କର ଗୃହସବୁ ଭଙ୍ଗା ହେବ ଓ ଧୂଳିସାତ୍ ହେବ। କାରଣ ଏହିପରି ଭାବରେ କୌଣସି ଦେବତା ତାଙ୍କର ଦାସମାନକୁ ଉଦ୍ଧାର କରି ପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବେ ଓ ସେମାନଙ୍କର ଗୃହ ଖତରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟା ଯିବେ ଓ ସେମାନଙ୍କର ଗୃହ ଖତ-ରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।