Daniel 3:30 — Compare Translations
5 translations compared side by side
Odia - 1840
"ଏହାପ ରେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ବାବିଲ ପ୍ରଦେଶ ରେ ପ୍ରଧାନ ପଦ ରେ ନିୟୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ବାବିଲ ପ୍ରଦେଶରେ ପଦ ବୃଦ୍ଧି କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ବାବିଲ ପ୍ରଦେଶରେ ପ୍ରଧାନ ପଦରେ ନିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ବାବିଲ ପ୍ରଦେଶରେ ପଦ ବୃଦ୍ଧି କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ବାବିଲ ପ୍ରଦେଶରେ ପଦ ବୃଦ୍ଧି କଲା।