Daniel 3:4 — Compare Translations

5 translations compared side by side

Odia - 1840
"ତା'ପ ରେ ରାଜାଙ୍କର ଜଣେ ଘୋଷକ ଉଚ୍ଚ ସ୍ବର ରେ କହିଲା, ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ବିଭିନ୍ନ ଭାଷାବାଦୀଦଳ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଘୋଷକ ଉଚ୍ଚସ୍ଵରରେ କହିଲା, ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆ ଯାଉଅଛି,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜାଙ୍କର ଜଣେ ଘୋଷକ ଉଚ୍ଚ ସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ବିଭିନ୍ନ ଭାଷାବାଦୀଦଳ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଯାଉଅଛି,
Odia IRV 2017 (ଓଡିଆ ବାଇବେଲ)
ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆ ଯାଉଅଛି,