Daniel 3:5 — Compare Translations

5 translations compared side by side

Odia - 1840
"ଯେତବେେଳେ ତୁମ୍ଭମାନେେ ସମସ୍ତେ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣିବ, ସେତବେେଳେ ତୁମ୍ଭମାନେେ ରାଜା ନବୂଖଦ୍ନିତ୍ସରଙ୍କ ଦ୍ବାରା ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ନିଶ୍ଚଯ ପୂଜା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେମାନେ ସମସ୍ତେ ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖ‌ଦ୍‌ନିତ୍ସରଙ୍କ ଦ୍ୱାରା ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ନିଶ୍ଚୟ ପୂଜା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍‍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍‍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।