Daniel 3:6 — Compare Translations
5 translations compared side by side
Odia - 1840
"ପୁଣି ଯେ କହେି ମୁଣ୍ତ ନୁଆଁଇ ପ୍ରଣାମ ନ କରିବ, ସେ ସହେି ମୁହୂର୍ତ୍ତ ରେ ଜ୍ବଳନ୍ତ ଅଗ୍ନିକୁଣ୍ତ ରେ ନିକ୍ଷିପ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ତରେ ପ୍ରଜ୍ଵଳିତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେକେହି ମୁଣ୍ତ ନୁଆଁଇ ପ୍ରଣାମ ନ କରିବ, ସେ ସେହି ମୁହୂର୍ତ୍ତରେ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।