Daniel 3:7 — Compare Translations

5 translations compared side by side

Odia - 1840
"ଏଣୁ ଯେତବେେଳେ ସମସ୍ତ ଲୋକ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ବବଲେ ଓ ସବୁପ୍ରକାର ବାଦ୍ଯ ଶୁଣିଲେ ସେତବେେଳେ ସମସ୍ତ ଲୋକ, ଗୋଷ୍ଠୀବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ପ୍ରତିମା ସମ୍ମୁଖ ରେ ମୁଣ୍ତ ନୁଆଁଇ ପ୍ରଣାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଯେତେବେଳେ ସମସ୍ତ ଲୋକ ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁପ୍ରକାର ବାଦ୍ୟ ଶୁଣିଲେ ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀବର୍ଗ ଓ ଭାଷାବାଦୀମାନେ ରାଜା ନବୂଖ‌ଦ୍‌ନିତ୍ସରଙ୍କ ସ୍ଥାପିତ ପ୍ରତିମା ସମ୍ମୁଖରେ ମୁଣ୍ତ ନୁଆଁଇ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁ ପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।