Daniel 3:8 — Compare Translations

5 translations compared side by side

Odia - 1840
"ସହେି ସମୟରେ କେତକେ କଲଦୀଯ ଲୋକ ରାଜାଙ୍କ ନିକଟକୁ ଆସି ୟିହୁଦୀଯ ଲୋକମାନଙ୍କ ବିରୁଦ୍ଧ ରେ ଅପବାଦ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ସେହି ସମୟରେ କେତେକ କଲ୍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ କେତେକ କ‌‌ଲ୍‌‌‌‌ଦୀୟ ଲୋକ ରାଜାଙ୍କ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ସେହି ସମୟରେ କେତେକ କଲ୍‍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ସେହି ସମୟରେ କେତେକ କଲ୍‍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।