Daniel 4:1 — Compare Translations
5 translations compared side by side
Odia - 1840
"ସମୁଦାଯ ପୃଥିବୀ ନିବାସୀ ୟାବତୀଯ ଗୋଷ୍ଠୀ, ଦେଶୀଯ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାଙ୍କର ବିଜ୍ଞାପନ, ତୁମ୍ଭମାନଙ୍କର ବାହୁଲ୍ଯରୂପେ ଶାନ୍ତି ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ନବୂଖଦ୍ନିତ୍ସରଙ୍କ ବୃକ୍ଷ ବିଷୟରେ ସ୍ୱପ୍ନ ସମୁଦାୟ ପୃଥିବୀ ନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାଙ୍କର ବିଜ୍ଞାପନ, ତୁମ୍ଭମାନଙ୍କର ବାହୁଲ୍ୟରୂପେ ଶାନ୍ତି ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); “ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।
Odia IRV 2017 (ଓଡିଆ ବାଇବେଲ)
ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।