Daniel 4:10 — Compare Translations

5 translations compared side by side

Odia - 1840
"ମୁଁ ଶୟ୍ଯା ରେ ଶୋଇଥିଲା ବେଳେ ମାେ ମନର ଦର୍ଶନ ଏହିପରି ଥିଲା। ମୁଁ ଅନାଇଲି ଓ ଦେଖିଲି ଭୂମଣ୍ତଳ ରେ ମଧ୍ଯସ୍ଥଳ ରେ ଏକ ବୃକ୍ଷ ଥିଲା ଓ ତାହା ଅତି ଉଚ୍ଚ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଯ୍ୟା ଉପରେ ମୋʼ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ତଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଶଯ୍ୟାରେ ଶୋଇଥିବା ବେଳେ ମୋ’ ମନର ଦର୍ଶନ ଏହିପରି ଥିଲା। ମୁଁ ଅନାଇଲି ଓ ଦେଖିଲି ଭୂମଣ୍ତଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଥିଲା ଓ ତାହା ଅତି ଉଚ୍ଚ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଯ୍ୟା ଉପରେ ମୋʼ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ଡଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ।
Odia IRV 2017 (ଓଡିଆ ବାଇବେଲ)
ଶଯ୍ୟା ଉପରେ ମୋ’ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ଡଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ।