Daniel 4:11 — Compare Translations

5 translations compared side by side

Odia - 1840
"ସେ ବୃକ୍ଷ ବଢିଲା ଓ ଦୃଢ ହେଲା। ଉଚ୍ଚତା ରେ ତାହା ଆକାଶକୁ ସ୍ପର୍ଶ କଲା। ପୁଣି ପୃଥିବୀର ସବୁ ସ୍ଥାନ ରେ ତାହା ଦୃଶ୍ଯମାନ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରା; ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା। ଉଚ୍ଚତାରେ ତାହା ଆକାଶକୁ ସ୍ପର୍ଶ କଲା। ପୁଣି ପୃଥିବୀର ସବୁ ସ୍ଥାନରେ ତାହା ଦୃଶ୍ୟମାନ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା।