Daniel 4:12 — Compare Translations

5 translations compared side by side

Odia - 1840
"ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନକେ ଥିଲା, ଆଉ ସେ ଗଛ ରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ସହେି ବୃକ୍ଷତଳେ ଛାଯା ପାଇଲେ ଓ ଆକାଶସ୍ଥ ପକ୍ଷୀମାନେ ତାହାର ଶାଖାମାନଙ୍କ ରେ ବାସ କଲେ। ସମସ୍ତ ପ୍ରାଣୀ ସେଥିରୁ ଖାଦ୍ୟ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା । କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ସେ ଗଛରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ସେହି ବୃକ୍ଷତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀମାନେ ତାହାର ଶାଖାମାନଙ୍କରେ ବାସ କଲେ। ସମସ୍ତ ପ୍ରାଣୀ ସେଥିରୁ ଖାଦ୍ୟ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ।