Daniel 4:13 — Compare Translations
5 translations compared side by side
Odia - 1840
"ମୁଁ ଶୟ୍ଯା ଉପ ରେ ଥିଲା ବେଳେ ଦର୍ଶନ ପାଇଲି। ଏକ ପବିତ୍ର ସ୍ବର୍ଗଦୂତ ସ୍ବର୍ଗରୁ ଓହ୍ଲାଇ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଶଯ୍ୟା ଉପରେ ମୋʼ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ଵର୍ଗରୁ ଓହ୍ଲାଇ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଶଯ୍ୟା ଉପରେ ଥିବା ବେଳେ ଦର୍ଶନ ପାଇଲି। ଏକ ପବିତ୍ର ସ୍ୱର୍ଗଦୂତ ସ୍ୱର୍ଗରୁ ଓହ୍ଲାଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଶଯ୍ୟା ଉପରେ ମୋʼ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ୱର୍ଗରୁ ଓହ୍ଲାଇ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଶଯ୍ୟା ଉପରେ ମୋ’ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ୱର୍ଗରୁ ଓହ୍ଲାଇ ଆସିଲେ।