Daniel 4:15 — Compare Translations
5 translations compared side by side
Odia - 1840
"ତାହାର ମୂଳ ଲୌହ ଓ ପିତ୍ତଳମଯ ବଡେି ରେ ବାନ୍ଧି କ୍ଷେତ୍ରସ୍ଥ ତୃଣ ରେ ରଖ ଓ ତାହା ଆକାଶର କାକର ରେ ତିନ୍ତୁ। ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣ ରେ ତାହାର ଅଂଶ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଭୂମିରେ ତାହାର ମୂଳ-ଗଣ୍ତିକି ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ;
Odia Bible ERV 2004 (ପବିତ୍ର ବାଇବଲ)
ତାହାର ମୂଳ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ ତୃଣରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ। ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଭୂମିରେ ତାହାର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ;
Odia IRV 2017 (ଓଡିଆ ବାଇବେଲ)
ତଥାପି ଭୂମିରେ ତାହାର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ;