Daniel 4:16 — Compare Translations
5 translations compared side by side
Odia - 1840
"ତାହା ମାନବ ହୃଦଯ ନ ହେଉ ଓ ସେ ପଶୁ ହୃଦଯ ପ୍ରାପ୍ତ ହେଉ। ଆଉ ତାହା ଉପ ରେ ସାତବର୍ଷ ଅତିବାହିତ ହାଇେ ଯାଉ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ; ଆଉ, ତାହା ଉପରେ ସାତ କାଳ ବହିଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ତାହା ମାନବ ହୃଦୟ ନ ହେଉ ଓ ସେ ପଶୁ ହୃଦୟ ପ୍ରାପ୍ତ ହେଉ। ଆଉ ତାହା ଉପରେ ସାତ ବର୍ଷ ଅତିବାହିତ ହୋଇ ଯାଉ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ ଆଉ, ତାହା ଉପରେ ସାତ କାଳ ବହିଯାଉ।
Odia IRV 2017 (ଓଡିଆ ବାଇବେଲ)
ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ ଆଉ, ତାହା ଉପରେ ସାତ କାଳ ବହିଯାଉ।