Daniel 4:18 — Compare Translations

5 translations compared side by side

Odia - 1840
"ମୁଁ, ରାଜା ନବୂଖଦ୍ନିତ୍ସର ଏହି ସ୍ବପ୍ନ ଦେଖିଥିଲି। ବର୍ତ୍ତମାନ ହେ ବଲଟେଶତ୍ସର ଏହାର ଅର୍ଥ ବାଖ୍ଯା କର। ମାେ ରାଜ୍ଯର ସମସ୍ତ ବିଦ୍ବାନ ଲୋକମାନେ ଏହାର ଅର୍ଥ ବାଖ୍ଯା କରିବାକୁ ଅକ୍ଷମ ଅଟନ୍ତି। ମାତ୍ର ତୁମ୍ଭେ କବଳେ ଜଣେ, ୟିଏକି ଏହା କରିପାରିବ। କାରଣ ଏହା ତୁମ୍ଭ ଅନ୍ତର ରେ ପବିତ୍ର ପରମେଶ୍ବରଙ୍କର ଆତ୍ମା ବିରାଜିତ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ରାଜା ନବୂଖଦ୍ନିତ୍ସର ଏହି ସ୍ଵପ୍ନ ଦେଖିଅଛି; ଏବେ ହେ ବେଲ୍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ଵାନ୍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ, ରାଜା ନବୂଖ‌ଦ୍‌ନିତ୍ସର, ଏହି ସ୍ୱପ୍ନ ଦେଖିଥିଲି। ବର୍ତ୍ତମାନ ହେ ବେ‌‌ଲ୍‌‌‌‌ଟଶତ୍ସର, ଏହାର ଅର୍ଥ ବ୍ୟାଖ୍ୟା କର। ମୋ’ ରାଜ୍ୟର ସମସ୍ତ ବିଦ୍ୱାନ ଲୋକମାନେ ଏହାର ଅର୍ଥ ବ୍ୟାଖ୍ୟା କରିବାକୁ ଅକ୍ଷମ ଅଟନ୍ତି। ମାତ୍ର ତୁମ୍ଭେ କେବଳ ଜଣେ, ଯିଏ କି ଏହା କରି ପାରିବ। କାରଣ ତୁମ୍ଭ ଅନ୍ତରରେ ପବିତ୍ର ପରମେଶ୍ୱରଙ୍କର ଆତ୍ମା ବିରାଜିତ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ରାଜା ନବୂଖଦ୍‍ନିତ୍ସର ଏହି ସ୍ୱପ୍ନ ଦେଖିଅଛି; ଏବେ ହେ ବେଲ୍‍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ୱାନ୍‍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ମୁଁ ରାଜା ନବୂଖଦ୍‍ନିତ୍ସର ଏହି ସ୍ୱପ୍ନ ଦେଖିଅଛି; ଏବେ ହେ ବେଲ୍‍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋ’ ରାଜ୍ୟସ୍ଥ ସମସ୍ତ ବିଦ୍ୱାନ୍‍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି।