Daniel 4:2 — Compare Translations

5 translations compared side by side

Odia - 1840
"ସର୍ବୋପରିସ୍ଥ ପରମେଶ୍ବର ମାେ ପାଇଁ ଯେଉଁ ଆଶ୍ଚର୍ୟ୍ଯ କ୍ରିଯା ସାଧନ କରିଅଛନ୍ତି, ତାହା ସବୁ ପ୍ରଗ୍ଭର କରିବାକୁ ମୁଁ ସୁଖ ବୋଧ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବୋପରିସ୍ଥ ପରମେଶ୍ଵର ମୋର ପକ୍ଷରେ ଯେ ଯେ ଚିହ୍ନ ଓ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ବିହିତ ବୋଧ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବୋପରିସ୍ଥ ପରମେଶ୍ୱର ମୋ’ ପାଇଁ ଯେଉଁ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହା ସବୁ ପ୍ରଗ୍ଭର କରିବାକୁ ମୁଁ ସୁଖ ବୋଧ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ ବୋଧ ହେଲା।
Odia IRV 2017 (ଓଡିଆ ବାଇବେଲ)
ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ୍ ବୋଧ ହେଲା।