Daniel 4:22 — Compare Translations
5 translations compared side by side
Odia - 1840
"ହେ ମହାରାଜ, ସହେି ବୃକ୍ଷ ଆପଣ ଅଟନ୍ତି। ଆପଣ ବୃଦ୍ଧି ପାଇ ବଳବାନ୍ ହାଇେଅଛନ୍ତି। କାରଣ ଆପଣଙ୍କର ମହତ୍ବ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି। ଆଉ ଆପଣଙ୍କର କତ୍ତୃର୍ତ୍ବ ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ବ୍ଯାପିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ଵ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ଵ ପୃଥିବୀର ପ୍ରା; ପର୍ଯ୍ୟନ୍ତ ବ୍ୟାପିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି। ଆପଣ ବୃଦ୍ଧି ପାଇ ବଳବାନ୍ ହୋଇଅଛନ୍ତି। କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି। ଆଉ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।