Daniel 4:23 — Compare Translations
5 translations compared side by side
Odia - 1840
"ଏବଂ ଆପଣ ମଧ୍ଯ ଦେଖିଲେ ଯେ, ସ୍ବର୍ଗରୁ ପବିତ୍ର ସ୍ବର୍ଗଦୂତ ଓହ୍ଲାଇ ଆସି କହିଲେ, 'ଏ ବୃକ୍ଷକୁ ବିନଷ୍ଟ କରି ଛଦନେ କର। କିନ୍ତୁ ଏହା ମୂଳକୁ ଲୌହ ଓ ପିତ୍ତଳ ବଡେି ରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧିଅରେ ରଖ। ଆଉ ତାହା ଆକାଶର କାକର ରେ ତିନ୍ତୁ ଓ ତାହା ଉପ ରେ ସାତବର୍ଷ ଅତିକ୍ରମ କରିବା ପର୍ୟ୍ଯନ୍ତ କ୍ଷେତ୍ରସ୍ଥ ପଶୁଗଣ ସହିତ ତାହାର ଅଂଶ ହେଉ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆପଣ ଯେ ଦେଖିଲେ, ସ୍ଵର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ତିକି ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହି ଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
“ଏବଂ ଆପଣ ମଧ୍ୟ ଦେଖିଲେ ଯେ, ସ୍ୱର୍ଗରୁ ପବିତ୍ର ସ୍ୱର୍ଗଦୂତ ଓହ୍ଲାଇ ଆସି କହିଲେ, ‘ଏ ବୃକ୍ଷକୁ ବିନଷ୍ଟ କରି ଛେଦନ କର। କିନ୍ତୁ ଏହା ମୂଳକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ। ଆଉ ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ ବର୍ଷ ଅତିକ୍ରମ କରିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣ ସହିତ ତାହାର ଅଂଶ ହେଉ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣ ଯେ ଦେଖିଲେ, ସ୍ୱର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହିଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣ ଯେ ଦେଖିଲେ, ସ୍ୱର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ ଗଣ୍ଡିକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହି ଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ।