Daniel 4:24 — Compare Translations

5 translations compared side by side

Odia - 1840
" ହେ ମହାରାଜ, ଏଥିର ଅର୍ଥ ଏହି। ଆଉ ସର୍ବୋପରିସ୍ଥ ମାରେ ସଦାପ୍ରଭୁ ମହାରାଜାଙ୍କ ପ୍ରତି ଏହା ଘଟିବ ବୋଲି ନିରୂପଣ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମହାରାଜ, ଏଥିର ଅର୍ଥ ଏହି। ଆଉ ସର୍ବୋପରିସ୍ଥ ମୋର ସଦାପ୍ରଭୁ ମହାରାଜାଙ୍କ ପ୍ରତି ଏହା ଘଟିବ ବୋଲି ନିରୂପଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି।
Odia IRV 2017 (ଓଡିଆ ବାଇବେଲ)
ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି।